menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Akasha Pari Nibida
Formato
Libro Físico
Idioma
Oriya
N° páginas
76
Encuadernación
Tapa Blanda
Dimensiones
21.6 x 14.0 x 0.5 cm
Peso
0.11 kg.
ISBN13
9781645600916
Categorías

Akasha Pari Nibida

Sourindra Barik (Autor) · Black Eagle Books · Tapa Blanda

Akasha Pari Nibida - Barik, Sourindra

Sin Stock

Reseña del libro "Akasha Pari Nibida"

ଜୀବନରେ ଶୂନ୍ୟଗର୍ଭା ଉଦାର ଆକାଶ ଉପରେ ପ୍ରତ୍ୟେକ ମଣିଷକୁ ହରରଙ୍ଗୀ ଚଢ଼େଇ ମନେ କରୁଥିବା କବି ସୌରୀନ୍ଦ୍ର ବାରିକଙ୍କ 'ଆକାଶ ପରି ନିବିଡ଼' କବିତା ସଂକଳନ ନିଚ୍ଛକ ଜୀବନଚିତ୍ର ପ୍ରଦାନ କରେ । ମହୁମାଛି ପରି ଆଲୁଅର ଡେଣାମେଲି ହୃଦୟକୁ ଆକ୍ରାନ୍ତ କରୁଥିବା ସ୍ମୃତିମାନଙ୍କୁ ନେଇ କବିପ୍ରାଣ ପ୍ରଗଳ୍]ଭ । ସେ ମ୍ଳାନ ସ୍ମୃତିର ପୃଷ୍ଠା ଭିତରେ ଶୁଷ୍କ ଜୀବନକୁ ପୁଣି ସାମାନ୍ୟ ସକ୍ରିୟ କରି ନେବାକୁ ତାଙ୍କର ଆଗ୍ରହ । କିନ୍ତୁ ତାଙ୍କୁ ମନେ ହୁଏ 'ସ୍ମୃତିର ଶୁଖିଲା ହାଡ଼କୁ ରେକୁଟି ରେକୁଟି ଶେଷରେ ନିଜ ଲୁହ ଚାଖିବା ହିଁ ଯେମିତି ଖାଲି ସାର ହୁଏ' । ପରିବର୍ତ୍ତନଶୀଳ ଆକାଶୀ ମନ ନେଇ ସମ୍ପର୍କ ବଦଳେ । ପ୍ରତାରଣା, ସମ୍ପର୍କର ଦୂରତ୍ୱ, ଅଶ୍ରୁ, ସ୍ୱପ୍ନ ମଧ୍ୟରେ ସ୍ନେହ କାଙ୍ଗାଳ କବିସତ୍ତା ତା'ର କବିତାର ଶବ୍ଦଙ୍କୁ ସାଉଁଟିନିଏ । ସେଇ ନିତିଦିନିଆ କଥା, ପ୍ରଜାପତି, ଫୁଲ, ହସ-କାନ୍ଦ, ଲୁହର ଶବ୍ଦ-ଦର୍ପଣରେ କବିଙ୍କୁ ଜୀବନର ବହୁବିଧ ରୂପ ଆଶ୍ୱାସନା ଦିଏ । କବିତାର ଶବ୍ଦ ଘୋଟି ଯା'ନ୍ତି ମେଘ ଓ ଅନ୍ଧାର ପରି ପୁଣି ଶବ୍ଦସବୁ ଫୁଟି ଉଠନ୍ତି ତାରା ଓ ଫୁଲ ପରି । କବି ସୌରୀନ୍ଦ୍ରଙ୍କ କବିତାର ପ୍ରତିଟି ଶବ୍ଦରେ ଅସଂଖ୍ୟ ପୃଥିବୀ, ଅସଂଖ୍ୟ ଈଶ୍ୱର କବିର ନାଭିକମଳକୁ ଧାରଣ କରନ୍ତି । ବାସ୍ ତା'ପରେ କବି ଚେତନା ଆକାଶ ପରି ନିବିଡ଼ ହୋଇଯାଏ ।

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes