Compartir
Sabuja Kabita: Srasta O Srusti (en Oriya)
Sushri Sandhya Mohanty
(Autor)
·
Black Eagle Books
· Tapa Blanda
Sabuja Kabita: Srasta O Srusti (en Oriya) - Mohanty, Sushri Sandhya
$ 23.62
$ 47.25
Ahorras: $ 23.62
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Jueves 11 de Julio y el
Jueves 18 de Julio.
Lo recibirás en cualquier lugar de Internacional entre 1 y 3 días hábiles luego del envío.
Reseña del libro "Sabuja Kabita: Srasta O Srusti (en Oriya)"
ସବୁଜ କବିତାର ଦିଗ୍]ବଳୟ ଖୁବ୍ ପ୍ରସାରିତ ନୁହେଁ । ପୁଣି ଏ ଗୋଷ୍ଠୀର କବିଙ୍କ ସଂଖ୍ୟା ଖୁବ୍ ସୀମିତ । ପାଞ୍ଚଜଣ ବନ୍ଧୁ ଏକାଠି ହୋଇ କିଛି ଲେଖାଲେଖି ପାଇଁ ପ୍ରୟାସ କରିଥିଲେହେଁ ସେମାନଙ୍କ ମଧ୍ୟରୁ ଦୁଇଜଣ ସାହିତ୍ୟରାଜ୍ୟରେ ଆଦୌ ପାଙ୍]କ୍ତେୟ ହୋଇନାହାନ୍ତି । କିନ୍ତୁ ସାହିତ୍ୟ-ସଂଗଠନ, ପତ୍ରିକା ପ୍ରକାଶନ ଦିଗରେ ସେ ଦୁହିଁଙ୍କ ଅବଦାନ ନିଶ୍ଚୟ ସ୍ୱୀକୃତ ହେବ । ଅନ୍ୟ ତିନିଜଣ କବିଙ୍କ ମଧ୍ୟରୁ ଅନ୍ନଦାଶଙ୍କର ମାତ୍ର ଚାରିବର୍ଷ ପାଇଁ ଓଡ଼ିଆ କବିତା ଲେଖିବାରେ ମନ ବଳେଇଛନ୍ତି । ତାଙ୍କ ସୃଷ୍ଟି ସଂଖ୍ୟା ଦୃଷ୍ଟିରୁ ମାତ୍ର ଚଉଦଟି କବିତା । ତା\'ପରେ ସେ ବଙ୍ଗଳା ସାହିତ୍ୟକୁ ଅପସାରିତ ହୋଇ ଯାଇଛନ୍ତି । ତେଣୁ ସବୁଜ କବି ଭାବରେ କେବଳ ବୈକୁଣ୍ଠନାଥ ଓ କାଳିନ୍ଦୀ ଚରଣ ହିଁ ଏହି ନିବନ୍ଧରେ ସବିଶେଷ ଆଲୋଚନା ସ୍ତରକୁ ଆସିଛନ୍ତି । ମୋର ଦୁର୍ଭାଗ୍ୟ ଏ ଦୁଇଜଣ ଯାକ କବି ଆଜି ଇହଜଗତରେ ନାହାନ୍ତି । ତେଣୁ ଏ ନିବନ୍ଧ ଗ୍ରନ୍ଥରେ ମୁଁ ସେମାନଙ୍କ ସହିତ ସାକ୍ଷାତକାରର କୌଣସି ପ୍ରାମାଣିକ ବିବରଣୀ ଦେଇପାରିନାହିଁ । କିନ୍ତୁ ଏହି କବିଙ୍କ ଭାବମୂର୍ତ୍ତି ହିଁ ମୋର ପ୍ରବନ୍ଧ ରଚନାର ମୂଳ ଅନୁପ୍ରେରଣା । ଓଡ଼ିଆ ସାହିତ୍ୟକୁ ଏହି ଯଶସ୍ୱୀ କବିଙ୍କ ଅବଦାନ ପାଇଁ ଏ ସାହିତ୍ୟର ଜଣେ ଅନୁରାଗୀ ପାଠକ ଭାବେ ମୁଁ ଯେତେ କୃତଜ୍ଞତା ଜଣାଇଲେ ବି ତାହା ମୋ ଭାଷାର ନିଅଣ୍ଟିଆପଣକୁ ହିଁ ସାବ୍ୟସ୍ତ କରିବ ।ଓଡ଼ିଆ ସାହିତ୍ୟ ପାଇଁ ସାମାନ୍ୟ ଅନୁରାଗରୁ ଏହି ନିବ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.